07/07/2023
ଓଡିଶାର ମନ୍ତ୍ରୀ ତଥା ଜଳେଶ୍ୱରର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ରଙ୍କୁ ବାଲେଶ୍ୱର ଜିଲ୍ଲା ବିଜୁ ଜନତା ଦଳର ନୂତନ ଜିଲ୍ଲା ସଭାପତି ଭାବେ ଘୋଷଣା କରିଥିବାରୁ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ Naveen Patnaik ମହୋଦୟଙ୍କୁ ଅଶେଷ ଅଶେଷ ଧନ୍ୟବାଦ l
ଜିଲ୍ଲା ସଭାପତିଙ୍କୁ ଅଶେଷ ଅଶେଷ ଶୁଭେଚ୍ଛା ସହ ଶୁଭକାମନା ଜଣାଉଛୁ l