06/11/2022
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ” 2022
ଉକ୍ତ ଉତ୍ସବ ରେ ଜିଲ୍ଲାପାଳ Vineet Bhardwaj ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ନିମନ୍ତ୍ରିତ ଅତିଥି ଭାବେ ମୟୂରଭଞ୍ଜ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦୌଲତ ଚନ୍ଦ୍ରକାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣୀ କୁସୁମ ମାଳା ମିଶ୍ର , ଜିଲ୍ଲା ଶିକ୍ଷା ଅଧିକାରୀ ନବ କିଶୋର ଗିରି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଣୀ ମମତାମୟୀ ବିଶ୍ବାଳ ଓ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷକ କୃଷ୍ଣ କଳ୍ପନା ମହାନ୍ତି.