05/09/2026
ଆମ ମାଟିର ଗୌରବ ଖରବାହାଲି ଗାଁ ର ବୀରପୁତ୍ର ସହିଦ CRPF ଯବାନ ଜୟ ପ୍ରକାଶ ଗହୀର ଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ଏବଂ ସାହସ ପ୍ରଦାନ କରନ୍ତୁ। ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।
ଓଁ ଶାନ୍ତି 🙏