05/09/2026
ଭାରତ ସରକାରଙ୍କ ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ ପକ୍ଷରୁ ଶିକ୍ଷା ପ୍ରଶାସନ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ କେନ୍ଦୁଝର ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀ ଶ୍ରୀକାନ୍ତ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। CMO Odisha EducationOdisha Information & Public Relations Department, Government of Odisha