Abanikanta Sahoo

Abanikanta Sahoo Chairperson (Odisha State Food Commission) Chairperson of the Odisha State Food Commission
(1)

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତ ଙ୍କୁ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ରୁ ସମସ୍ତ ଭାଇ ଭଉଣୀ ଙ୍କ ...
27/08/2026

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତ ଙ୍କୁ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ରୁ ସମସ୍ତ ଭାଇ ଭଉଣୀ ଙ୍କ ଭରସା ଓ ବିଶ୍ୱାସ ସୁରକ୍ଷାର ଏହି ପବିତ୍ର ବନ୍ଧନ ଆହୁରି ନିବିଡ଼ ଏବଂ ଅତୁଟ ହେଉ ।।

ସଭିଙ୍କୁ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଦେଶର ସ୍ୱାଧୀନତା ଏବଂ ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ଅମର ଶହୀଦ ଓ ସ୍ୱାଧ...
15/08/2026

ସଭିଙ୍କୁ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଦେଶର ସ୍ୱାଧୀନତା ଏବଂ ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ଅମର ଶହୀଦ ଓ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସଭିଙ୍କ ଭିତରେ ଏକତାର ଭାବ ବଜାୟ ରଖି ରାଜ୍ୟ ତଥା ଦେଶକୁ ଶ୍ରେଷ୍ଠ କରିବା ଦିଗରେ ଆସନ୍ତୁ ଆଗକୁ ବଢ଼ିବା ।।

27/07/2026

ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ରାଜନୀତି କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।।

ଓଁ ଶାନ୍ତି

ପବିତ୍ର ବାହୁଡ଼ାଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କରୁଣା ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ।। ଜୟ ଜଗନ୍ନାଥ ...
24/07/2026

ପବିତ୍ର ବାହୁଡ଼ାଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କରୁଣା ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ।।
ଜୟ ଜଗନ୍ନାଥ 🙏

ପବିତ୍ର 'ରଥଯାତ୍ରା'ର ହାର୍ଦ୍ଦିକ ଶୁଭକାମନା । ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମଗ୍ର ମାନବ ସମାଜକୁ ଏକତାର ସୂତ୍ରରେ ବାନ୍ଧିବାର ଅନନ୍ୟ ...
16/07/2026

ପବିତ୍ର 'ରଥଯାତ୍ରା'ର ହାର୍ଦ୍ଦିକ ଶୁଭକାମନା ।

ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମଗ୍ର ମାନବ ସମାଜକୁ ଏକତାର ସୂତ୍ରରେ ବାନ୍ଧିବାର ଅନନ୍ୟ ଯାତ୍ରା ହେଉଛି ରଥଯାତ୍ରା । ବଡ଼ଠାକୁର ବଳଭଦ୍ର, ମା’ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରୁଛି ।।

#ରଥଯାତ୍ରା

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଲୀଳା ଭକ୍ତି, ବିଶ୍ୱାସ ...
29/06/2026

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଲୀଳା ଭକ୍ତି, ବିଶ୍ୱାସ ଓ ମାନବତାର ଅନନ୍ୟ ପ୍ରତୀକ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅସୀମ କରୁଣାରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧି ପରିପୂର୍ଣ୍ଣ ହେଉ ।।

ଜୟ ଜଗନ୍ନାଥ 🙏

ଦେବଦମ୍ପତ୍ତି ଭଗବାନ ଶିବ ଓ ମାତା ପାର୍ବତୀଙ୍କ ପବିତ୍ର ବିବାହ ଉତ୍ସବ 'ଶୀତଳ ଷଷ୍ଠୀ' ଅବସରରେ ହାର୍ଦ୍ଦିକ ଶୁଭକାମନା । ଏହି ପର୍ବ ଆମ ସଂସ୍କୃତି...
19/06/2026

ଦେବଦମ୍ପତ୍ତି ଭଗବାନ ଶିବ ଓ ମାତା ପାର୍ବତୀଙ୍କ ପବିତ୍ର ବିବାହ ଉତ୍ସବ 'ଶୀତଳ ଷଷ୍ଠୀ' ଅବସରରେ ହାର୍ଦ୍ଦିକ ଶୁଭକାମନା । ଏହି ପର୍ବ ଆମ ସଂସ୍କୃତି ଓ ପରମ୍ପରାର ଏକ ଅନନ୍ୟ ପ୍ରତୀକ । ମହାଦେବ ଓ ମାତା ପାର୍ବତୀଙ୍କ ଅପାର କୃପାରୁ ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ, ଏହା ହିଁ କାମନା ।।

16/06/2026

Address

Pal-Lahare
759119

Website

Alerts

Be the first to know and let us send you an email when Abanikanta Sahoo posts news and promotions. Your email address will not be used for any other purpose, and you can unsubscribe at any time.

Contact The Organization

Send a message to Abanikanta Sahoo:

Shortcuts

Share