Trinath Hota

Trinath Hota Contact information, map and directions, contact form, opening hours, services, ratings, photos, videos and announcements from Trinath Hota, Social service, School of Physics, G. M. University, Sambalpur.

30/08/2021

IIT (BHU) Varanasi invites application for Research Associate Position at IIT(BHU) from eligible and interested candidates

04/07/2021

डॉ. एपीजे अब्दुल कलाम की जायदाद की गिनती की गयी
युवा पीढ़ी इनके बारे में भी जाने।
जिसमें...

6 पेन्ट (2 DRDO युनिफोर्म)
4 शर्ट (2 DRDO युनिफोर्म)
3 सुट (1 पश्चिमी, 2 भारतीय)
25000 किताबे
1 फ्लैट (संशोधन के लिए दान)
1 पद्मश्री
1 पद्मभूषण
1 भारतरत्न
16 डॉक्टरेट
1 वेबसाईट
1 ट्विटर
1 इमेल

TV, AC, गाडी, जेवर, शेअर्स, जमीन-जायदाद, बैंक बैलेंस कुछ नही. पिछले 8 सालों से पेंशन की भी रकम अपने गाँव की ग्राम पंचायत को दान दे दी।

आँखो में नमी है।

असली महात्मा और राष्ट भक्त तो ये थे,.. सम्राट कलाम साहब.....क्या ऐसे भी कोई नेता होते है?
यहां तो चपरासी भी करोड़पति होते है।
आपने तो इंसानियत की परिभाषा ही बदल दी...l
I Really Salute to
Dr. APJ Abdul kalam Sir..👏
💐💐💐💐💐💐💐💐💐💐💐💐💐
ब्यक्तिग जितनी बार कलाम काका को जितनी बार बढ़ता हु उतनी बार आँखे नम हो जाती है।
सभी युवा पीढ़ी को कलाम काका के बारे में पढ़ना चाहिए।

04/06/2021

ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ। ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ।

ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ। ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ। ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ, ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Table shows the em wave spectrum from low frequencies used in radio communication to the high frequencies found in x-ray...
29/04/2018

Table shows the em wave spectrum from low frequencies used in radio communication to the high frequencies found in x-rays and gamma rays.

Sweet memory
01/07/2017

Sweet memory

Address

School Of Physics, G. M. University
Sambalpur
768004

Telephone

9338440101

Website

Alerts

Be the first to know and let us send you an email when Trinath Hota posts news and promotions. Your email address will not be used for any other purpose, and you can unsubscribe at any time.

Share

Category